Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||

ଝାଡାବାନ୍ତିରେ ୩୫ରୁ ଉର୍ଦ୍ଧ୍ବ ଆକ୍ରାନ୍ତ : ଜଣଙ୍କର ମୃତ୍ୟୁ ଅଭିଯୋଗ

10/11/2019 at 11:31 AM

ସୁବର୍ଣ୍ଣପୁର ୧୦।୧୧: ସୁବର୍ଣ୍ଣପୁର ଜିଲ୍ଲା ଅର୍ଡା ଗାଁରେ ଝାଡାବାନ୍ତି ଯୋଗୁଁ ଗତ ୩ ତାରିଖ ଦିନ ୩୫ରୁ ଉର୍ଦ୍ଧ୍ବ ଲୋକ ଆକ୍ରାନ୍ତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ପ୍ରଭୁଦତ୍ତ କର୍ମୀ ନାମକ ଜଣେ ବ୍ୟକ୍ତିଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରଥମେ ନାରାୟଣପୁର ପରେ ବଲାଙ୍ଗିର ମେଡିକାଲ କଲେଜ ଏବଂ ସେଠାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା ।

ଗତକାଲି ବିଳମ୍ବିତ ରାତିରେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ଶରୀରକୁ ନିଜ ଗାଁ ତରଭା ବ୍ଲକ୍ ଅନ୍ତର୍ଗତ ରାଣୀସର୍ଡା ପଂଚାୟତର ଅର୍ଡାକୁ ଅଣାଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ଗାଁରେ ଥିବା ଜଳ ଯୋଗାଣ ପ୍ରକଳ୍ପର ଟାଙ୍କି କିମ୍ବା ପାଣି ପାଇପ୍ ଦୂଷିତ ହୋଇ ଏ ପ୍ରକାର ଡାଇରିଆ ସଂକ୍ରମଣ ହୋଇଥିବା ଅଭିଯୋଗ ହୋଇଥିଲା ।

   Related Posts