Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ମୃତ, ମୃତକ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲ୍ଲାର

18/11/2019 at 2:26 PM

ଗୁଣୁପୁର ୧୮|୧୧: ରାୟଗଡା ଜିଲ୍ଲା ଗୁଣୁପୁର ଇସାର ପେଟ୍ରୋଲ ପମ୍ପ ନିକଟରେ  ଟ୍ରାକ୍ଟର ଓ ବାଇକ୍ ମଧ୍ୟରେ ଧକ୍କା ଯୋଗୁଁ ଜଣ ଙ୍କର ମୃତ୍ୟୁ ଘଟିଛି। ମୃତକ ବି ଆର ସି ଠିକା କମ୍ପାନୀର ଶ୍ରମିକ ପି ରାଵଣା ବୋଲି ଜଣାପଡିଛି । ଗୁରୁତର ରାବଣାଙ୍କୁ ଆମ୍ବୁଲାନ୍ସ ଯୋଗେ ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ପି ରାବଣା ଶ୍ରୀକାକୁଲମ ଜିଲ୍ଲାର ରାଣସ୍ତାନମ ଗ୍ରାମ ର ବାସିନ୍ଦା । ସେ ଦିର୍ଘ ଦିନ ଧରି ବି ଆର ସି କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। କାମକୁ ଯିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ଗୁଣୁପୁର ପୋଲିସ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟର ଓ ବାଇକ୍ ଜବତ କରିବା ସହ ମୃତ ଶରୀରକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

   Related Posts