Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଗାଈ ଆଣିବାକୁ ଯାଇ ବଜ୍ରପାତରେ ଯୁବକଙ୍କ ମୃତ୍ୟୁ

29/03/2020 at 9:25 PM

ଖୋର୍ଦ୍ଧା ୨୯।୦୩: ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ସାନପଦର ପଞ୍ଚାୟତ ସାନପଦର ଗ୍ରାମର  କୁମର ପରିଡା(୫୩)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି । ପୂର୍ବାହ୍ନରେ ବିଲରେ ଚରୁଥିବା ଗାଈଙ୍କୁ ଘରକୁ ଆଣିବା  ପାଇଁ  ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ତୁରନ୍ତ ତାଙ୍କୁ ରାଜସୁନାଖଳା  ଡାକ୍ତରଖାନା ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

   Related Posts