Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ପିକଅପ୍ ଧକ୍କାରେ ସ୍ତ୍ରୀ ମୃତ ,ସ୍ୱାମୀ ଓ ୩ ବର୍ଷର ପୁଅ ଗୁରୁତର

7/06/2021 at 10:43 PM

କେନ୍ଦୁଝର, ୦୭/୦୬: କେନ୍ଦୁଝର ଜିଲ୍ଲା ବାରିଆ ଥାନା ଜ୍ୟୋତିପୁର ବ୍ୟାଙ୍କ ଅଫ ଇଣ୍ଡିଆ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ପିକଅପ ଧକ୍କାରେ ଗୋଟିଏ ପରିବାରର ଜଣଙ୍କର ଜୀବନ ଚାଲିଯାଇଥିବା ବେଳେ ଆଉ ଦୁଇଜଣ ଗୁରୁତର ହୋଇଛନ୍ତି ।

 ସୂଚନା ଅନୁସାରେ ଏହି ଦୁର୍ଘଟଣାରେ ସ୍ତ୍ରୀ ମୃତ ହୋଇଥିବା ବେଳେ, ସ୍ୱାମୀ ଓ ୩ ବର୍ଷର ପୁଅ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଭଣ୍ଡା ମେଡିକାଲରେ ଭର୍ତ୍ତି କରାଯାଉଛି । ବଲାଣିରୁ ବାଇକ ଯୋଗେ ଜଜପଶି ଗ୍ରାମ ଶ୍ୱଶୁର ଘରକୁ ଆସୁଥିବା ବେଳେ  ଜ୍ୟୋତିପୁର ନିକଟରେ ଅଜଣା ଗାଡି ଧକ୍କା ଦେଇଥିଲା । ମୃତକ ହେଲେ ସ୍ତ୍ରୀ ଲକ୍ଷ୍ମୀ ଲୋହାର ଏବଂ ଗୁରୁତର ସ୍ୱାମୀ ମକୁରୁ ଲୋହାର ଓ ତିନି ବର୍ଷର ଶିଶୁ ପୁତ୍ର ଆୟୁଷ ଲୋହାର । ଏ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଘଟଣା ସ୍ଥଳରେ ବାରିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts