Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ, ଜଣେ ଗୁରୁତର

20/09/2019 at 9:56 AM

ବଲାଂଗୀର ୨୦।୯: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକ ଉଦ୍ଧାର କରି ସଂକଟାପନ୍ନ ଅବସ୍ଥାରେ ବଲାଂଗୀର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ମୃତକଙ୍କ ପରିଚୟ ମିଳିନାହିଁ । ତେବେ ଟାଉନ ଥାନା ଲକ୍ଷ୍ମୀନଗର କଲ୍ୟାଣ ମଣ୍ଡପରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ସ୍ଥାନୀୟ କଲ୍ୟାଣ ମଣ୍ଡପରେ କାମ ଚାଲିଥିବା ବେଳେ ଏକ ହାଲୋଜେନରୁ ଆସି ଥିବା ଇଲେକ୍ଟ୍ରିକ ତାର ସଂସ୍ପର୍ଶରେ ଆସିଥିଲେ ଉଭୟେ । ଏମାନେ ସ୍ଥାନୀୟ ଅଂଚଳରେ ଶ୍ରମିକ ଭାବରେ କାମ କରୁଥିବା ସୂଚନା ମିଳିଛି । ଗତ କିଛି ଦିନ ଭିତରେ ବଲାଂଗୀରରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବହୁ ଲୋକ ପ୍ରାଣ ହରାଇଲେଣି ।

   Related Posts