Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||
  • ଆହତ ହାତୀର ଚିକିତ୍ସା କଲା ବନ ବିଭାଗ, ବାରହା ଫାଶରେ ପଡି ଗୋଡରେ ହୋଇଥିଲା କ୍ଷତ
  • ||
  • ଖସିବ ପାରଦ ବଢିବ ଶୀତ, ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି
  • ||

କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌କୁ ବଡ଼ ସଫଳତା, ରାଜସ୍ଥାନରୁ ବ୍ରାଉନ୍‌ସୁଗାର ମାଫିଆ ଅଜବହର ଗିରଫ

4/12/2021 at 2:39 PM

ଭୁବନେଶ୍ୱର ୦୪।୧୨: କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ୍‌କୁ ମିଳିଛି ବଡ଼ ସଫଳତା । ରାଜସ୍ଥାନରୁ ବ୍ରାଉନ୍‌ସୁଗାର ମାଫିଆ ଅଜବହରକୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ । ଗିରଫ ପରେ ରାଜସ୍ଥାନ ଯୋଧପୁରରୁ ଅଜବହରକୁ ଓଡିଶା ଆଣୁଛି ଏସ୍‌ଟିଏଫ୍‌ର ସ୍ୱତନ୍ତ୍ର ଟିମ୍‌ ।

ଖବର ଅନୁଯାୟୀ, ଆନ୍ତଃରାଜ୍ୟ ବ୍ରାଉନସୁଗାର ବେପାରୀଙ୍କ  ତାଲିକା ପ୍ରସ୍ତୁତ କରିଛି ଏସ୍‌ଟିଏଫ୍‌ । ପଶ୍ଚିମବଙ୍ଗରୁ ଶେଖ ଇସମାଇଲକୁ ଧରିବାରେ ବିଫଳ ହେବା ପରେ ଓଡିଶା କ୍ରାଇମବ୍ରାଞ୍ଚର ଏସଟିଏଫକୁ ମିଳିଛି ବଡ଼ ସଫଳତା। ରାଜସ୍ଥାନର ଯୋଧପୁରରୁ ଗିରଫ ହେଲା ଅନ୍ତଃରାଜ୍ୟ ଡ୍ରଗ ପେଡ଼ଲର ଶେଖ ଅଜବର। ଗିରଫ ଅଜବହରର ଘର ବାଲେଶ୍ୱର ଜିଲ୍ଲା ଜଳେଶ୍ବର ନିକଟ ରାଜପୁର ଗାଁରେ । ୨୦୧୯ ପରଠାରୁ ସେ ଫେରାର ଥିଲେ। ସେ ପଶ୍ଚିମବଙ୍ଗ ଏବଂ ରାଜସ୍ଥାନ ଅଞ୍ଚଳରେ ଲୁଚି ରହିଥିବା ଖବର ପାଇ ଏସଟିଏଫ ଚଢ଼ାଉ କରିଥିଲା। ଅଜବହର ନାମରେ ହତ୍ୟା ଉଦ୍ୟମ, ଧମକ ଓ ଆର୍ମସ ଆକ୍ଟ ଭଳି ୫ଟି ସଙ୍ଗୀନ ମାମଲା ରହିଛି। କୁଖ୍ୟାତ ବ୍ରାଉନସୁଗାର ବେପାରୀ ଶେଖ ରାଜାର ସହଯୋଗୀ ହେଉଛି ଅଜବହର । ୨୦୧୯ ଶେଖ ରାଜକୁ ଗିରଫ କରିବା ବେଳେ ଏସଟିଏଫ ଅଧିକାରୀଙ୍କୁ ଆକ୍ରମଣ କରି ଫେରାର ହୋଇଯାଇଥିଲା ଅଜବହର ।

   Related Posts