Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଶିମିଳିପାଳ ଅଭୟାରଣ୍ୟରୁ ଶିକାରୀ ଗିରଫ, ପାଟ୍ରେଲିଂ ବେଳେ ଧରିଲା ବନବିଭାଗ

9/12/2021 at 12:25 PM

କରଞ୍ଜିଆ ୦୯।୧୨:  ସମ୍ବର ଶିକାରୀ ଗିରଫ । ୮କେଜିରୁ ଅଧିକ ସମ୍ବର ମାଂସ ଜବତ । ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରାଣ୍ୟରୁ ଶିକାରୀଙ୍କୁ ଗିରଫ କରିଛି ବନବିଭାଗ । ଗିରଫ ଶିକାରୀ ଜଣଙ୍କ ଚିରୁପଦା ଗାଁର ରବି ଖୁଣ୍ଟିଆ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଶିମିଳିପାଳ ଅଭୟାରଣ୍ୟରେ ଠାକୁରମୁଣ୍ଡା ରେଞ୍ଜ ଓ ଶିମିଳିପାଳ ଟାଇଗର ରିଜର୍ଭ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିଲେ । ଏହି ସମୟରେ କିଛି ଶିକାରୀଙ୍କୁ ପିଛା କରିଥିଲେ ବନବିଭାଗର ଟିମ୍‌ । ଶେଷରେ ଠାକୁରମୁଣ୍ଡ ରେଞ୍ଜ ଚିରୁପଦା ଗାଁ ନିକଟରୁ ଶିକାରୀଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା ବନବିଭାଗ । ଏହାସହିତ ଘଟଣାସ୍ଥଳରୁ ୮କେଜିରୁ ଅଧିକ ସମ୍ବର ମାଂସ ଜବତ କରିଛି ବନବିଭାଗ । ଗିରଫ ଶିକାରୀକୁ ରେଞ୍ଜ ଅଫିସକୁ ଆଣି ପଚରାଉଚରା କରିବା ସହ ଅଧିକ ତଦନ୍ତ କରୁଛି ବନବିଭାଗ ।

   Related Posts