Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ବଜ୍ରକାପ୍ତା ବିକ୍ରି ବେଳେ ଧରିଲା ପୋଲିସ, ଚାଲାଣକାରୀ ଗିରଫ

18/10/2020 at 11:41 AM

ସୋନପୁର  ୧୮।୧୦: ସୋନପୁର  ଜିଲ୍ଲାରେ ବଜ୍ରକାପ୍ତା ବିକ୍ରି ବେଳେ ୨ ଜଣଙ୍କୁ ଗିରଫ କଲା ଏସ୍ ଟିଏଫ୍। ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଏବଂ ବଜ୍ରକାପ୍ତା କାତି ଜବତ। ସୁବର୍ଣ୍ଣପୁର ଜିଲ୍ଲା ମହାନଦୀ ବ୍ରିଜ୍ ନିକଟସ୍ଥ ରାଜାକୋଠି ନିକଟରେ ଚଢ଼ାଉ କରି ଜବତ କରିଛି ଏସଟିଏଫ୍। ଗିରଫ ୨ ଜଣ ହେଲେ ଉଲୁଣ୍ଡାରେ ସୋମନାଥ ବାଗ ଓ ମାର୍ସାଲାନ ଭେଙ୍ଗେରା।

ସେମାନଙ୍କ ଠାରୁ ୫ କିଲୋ ୬୫ ଗ୍ରାମ ବଜ୍ରକାପ୍ତା କାତି ଏବଂ ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଏହାସହିତ ବଜ୍ରକାପ୍ତା ଶିକାରରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି। ଜବତ ବଜ୍ରକାପ୍ତା ଏବଂ କାତିକୁ ପରୀକ୍ଷା ପାଇଁ ଡେରାଡୁନ୍ ସ୍ଥିତ ୱାଇଲଡ ଲାଇଫ୍ ଇନଷ୍ଟିଚ୍ୟୁଟ୍  ଅଫ୍ ଇଣ୍ଡିଆକୁ ପଠାଇଯାଇଛି। 

   Related Posts