Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ପିସିସି ସଭାପତିଙ୍କ ଗାଡି ଉପରକୁ ଆକ୍ରମଣ ଘଟଣା : ଜଣକୁ ଅଟକ ରଖିଲା ପୋଲିସ

18/01/2021 at 10:01 AM

କେନ୍ଦୁଝର ୧୮।୧: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଉପରକୁ ଆକ୍ରମଣ ଘଟଣାରେ ଜଣଙ୍କୁ ଅଟକ ରଖିଲା ଟାଉନ ଥାନା ପୋଲିସ । ଅନ୍ୟମାନଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ପୋଲିସ ଚଢାଉ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ରବିବାର ରାତିରେ କାଶୀପୁରଠାରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡିକୁ ଆକ୍ରମଣ ସହ ଡ୍ରାଇଭର ଓ ପିଏସଓଙ୍କୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ପିସିସି ସଭାପତି ଅଳ୍ପକେ ବର୍ତ୍ତିଯାଇଥିଲେ । ଏକ ବୋଲେରୋରେ ଆସି ତାଙ୍କ ଗାଡିକୁ ଅଟକାଇ ତାଙ୍କ ସୁରକ୍ଷାକର୍ମୀ ଓ ଡ୍ରାଇଭରଙ୍କୁ ମାଡ ମାରିଥିଲେ ଦୁର୍ବୃତ୍ତ । ଘଟଣାସ୍ଥଳରୁ ପିସିସି ସଭାପତିଙ୍କୁ କଂଗ୍ରେସ କର୍ମୀ ଉଦ୍ଧାର କରିଥିଲେ । ଏ ନେଇ ଟାଉନ ଥାନାରେ ମାମଲା ରୁଜୁ ହୋଇଥିଲା । ଦୁର୍ବୃତ୍ତଙ୍କୁ ତୁରନ୍ତ ଗିରଫ ଦାବିରେ କଂଗ୍ରେସ ଭବନ ସମ୍ମୁଖ ରାସ୍ତାରେ ଟାୟାର ଜାଳି କଂଗ୍ରେସ କର୍ମୀ ରାସ୍ତା ଅବରୋଧ କରିଥିଲେ ।

   Related Posts