Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାଇଦର ମାମଲାରେ ପୋଲିସକୁ ସହାୟତା କରିବି: ୟାକୁବ୍‌
  • ||
  • ଆତ୍ମସମର୍ପଣ କରିବି ବୋଲି କହିଲେ ହାଇଦର ସହଯୋଗୀ ୟାକୁବ
  • ||
  • ହାଇଦର ଫେରାର ନେଇ ନୂଆ ଖୁଲାସା: ବୁର୍ଲା ମେଡିକାଲରୁ ରେଫର ହୋଇନି, ଆଉଟ୍‌ଡୋର କି ଇନଡୋର୍‌ରେ ନାହିଁ ଗ୍ୟାଙ୍ଗଷ୍ଟରର ନାଁ
  • ||
  • କରୋନା ସ୍ଥିତି ନସୁଧୁରିବା ଯାଏ ରେମଡେସିଭିର ରପ୍ତାନୀ ବନ୍ଦ
  • ||
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||

କୂଳଡିହା ଅଭୟାରଣ୍ୟରୁ ଶିକାରୀ ଗିରଫ, ମୃତ ପକ୍ଷୀ ସହ ମାରଣାସ୍ତ୍ର ଜବତ

8/04/2021 at 1:23 PM

ନୀଳଗିରି ୮।୪: କୂଳଡିହା ଅଭୟାରଣ୍ୟରେ ଜଣେ ଶିକାରୀ ଗିରଫ ହୋଇଥିବା ଜଣାପଡିଛି । ବୁଧବାର ରାତିରେ ବନ ବିଭାଗ ପାଟ୍ରୋଲିଂ କରୁଥିବା ବେଳେ ଜଣେ ଶିକାରୀ ହାବୁଡ଼ରେ ପଡି ଗିରଫ ହୋଇଛି । ଅନ୍ଧାର ରାତିରେ ଆଉ କିଛି ଶିକାରୀ ଛତ୍ରଭଙ୍ଗ ଦେଇ ଫେରାର ହୋଇଯାଇଥିଲେ । ଗିରଫ ଶିକାରୀଙ୍କଠାରୁ ଗୋଟିଏ ମୃତ ଗୁରାଣ୍ଡୀ, ଦୁଇଟି ଭୂଇଁ ପେଚା, ଗୋଟେ ମାଲୁହା, ମାରଣାସ୍ତ୍ର, ବାରୁଦ ଜବତ । ଗିରଫ ହେଲେ ଟିଆକଟା ଗ୍ରାମର କାର୍ତ୍ତିକ ସିଂ । ଏନେଇ ଏକ ମାମଲା ରୁଜୁ ହୋଇଥିବା ବେଳେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ।

   Related Posts