Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ରୋସରୀ ଦୋକାନରୁ ଲୁଟ୍, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
  • ||
  • ଜଳେଶ୍ୱର : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଗାଡିରେ ଥିଲେ ୫୦ରୁ ଅଧିକ ଲୋକ
  • ||
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||

ନିଶ୍ଚିନ୍ତକୋଇଲି ବାହାବଳପୁରରେ କାର୍-ବାଇକ୍ ମୁହାଁମୁହିଁ ଧକ୍କା ; ଜଣେ ଗୁରୁତର

15/11/2018 at 2:31 PM

ସାଲେପୁର ୧୫|୧୧:  କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାର ନିଶ୍ଚିନ୍ତକୋଇଲି ବାହାବଳପୁର ପେଟ୍ରୋଲ ପମ୍ପ୍ ସମ୍ମୁଖରେ ସଡକ ଦୁର୍ଘଟଣା । କଟକରୁ ଚାନ୍ଦବାଲି ଅଭିମୁଖେ ଯାଉଥିବା ଓଡି୦୫ଏସି୪୫୦୩ ନମ୍ବର ବିଶିଷ୍ଟ କାର୍ କଟକ ଅଭିମୁଖେ ଆସୁଥିବା ଏକ ବାଇକ୍ ସହିତ ମୁଁହାମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ଫଳରେ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନିଶ୍ଚିତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ବାଇକ୍ ରେ ଜଣେ ପୁରୁଷ ଓ ଜଣେ ମହିଳା ଥିଲେ । ଗୁରୁତରଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ନିଶ୍ଚିତକୋଇଲି ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts