Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ବାଲି ଖାଦାନକୁ କେନ୍ଦ୍ରକରି ଗୁଳିକାଣ୍ଡ ; ଜଣେ ଗୁରୁତର, ଆକ୍ରମଣରେ ୩ମହିଳା ଆହତ

31/01/2019 at 10:00 AM

ବାଲେଶ୍ବର ୩୧|୧: ବାଲେଶ୍ବର ସହଦେବ ଖୁଣ୍ଟା ଥାନା ଅଧୀନ କଣ୍ଟାବଣିଆ-ଦହପଡ଼ା ଗାଁ ମଧ୍ୟରେ ବାଲି ଖାଦାନକୁ କେନ୍ଦ୍ରକରି ଗୁଳିକାଣ୍ଡ ହୋଇଛି । କଣ୍ଟାବଣିଆ ଗାଁର ସୁରଜ ଦାସ ଫୁଲାଡି ଛକରୁ ରାତି ପ୍ରାୟ ୮ଟା ବେଳେ ଘରକୁ ଫେରୁଥିବା ସମୟରେ କେହି ଜଣେ ଦୁର୍ବୃତ୍ତ ପଛପଟୁ ଗୁଳିମାଡ କରିଥିଲା । ସୁରଜଙ୍କ ପିଠିରେ ଗୁଳି ବାଜିଛି । ଗୁରତର ଆହତ ସୁରଜଙ୍କର ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଚାଲିଛି ।

ସୁରଜଙ୍କୁ ଗୁଳିମାଡ ପରେ ଉଭୟ ଗାଁରେ ଲାଗିରହିଛି ଉତ୍ତେଜନା । ଆକ୍ରମଣ ପ୍ରତି ଆକ୍ରମଣରେ ୩ ମହିଳା ଆହତ ହୋଇ ବାଲେଶ୍ବର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି ।

   Related Posts