Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ତିର୍ତ୍ତୋଲ ଥାନା ଛପଡା ନିକଟରେ ଗୁଳିକାଣ୍ଡ ; ଜଣେ ଗୁରୁତର

1/12/2018 at 10:24 AM

ଜଗତସିଂହପୁର ୦୧|୧୨: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ଛପଡା ନିକଟରେ ଗୁଳିକାଣ୍ଡ । ଏଥିରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ଛପଡା ଗାଁର ସମୀର ଦାସ । ସମୀର ଜଗତସିଂହପୁର ଠାରୁ ନିଜ ଗାଁ ରଘୁନାଥପୁରକୁ ଫେରୁଥିବା ବେଳେ ଗୁଳିମାଡ ହୋଇଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଜଗତସିଂହପୁର ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳି ମାଡ଼ ହୋଇଥିବା ସନ୍ଦେହ କରାଯାଉଛି । ତିର୍ତ୍ତୋଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts