Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ସ୍କୁଟି ଉପରେ ଚଢ଼ିଗଲା ଜିପ୍ : ଗୁରୁତର ଅବସ୍ଥାରେ ସ୍କୁଟି ଆରୋହୀ ମେଡିକାଲରେ ଭର୍ତ୍ତି

9/11/2021 at 6:15 PM

ଭୁବନେଶ୍ବର ୯।୧୧: ସ୍କୁଟି ଉପରେ ଚଢ଼ିଗଲା ଜିପ୍ । ଭୁବନେଶ୍ବର ଇନଫୋସିଟି ଅଞ୍ଚଳରେ ଜିପ୍ ସହ ସ୍କୁଟି ଧକ୍କା ହେବା ଯୋଗୁଁ ଜଣେ ଗୁରୁତର ହୋଇଛନ୍ତି । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବ୍ୟକ୍ତିଙ୍କ ନାମ ଭରତ ଭୂଷଣ ଅଗସ୍ତି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି । 

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଦିନ ଦ୍ବିପ୍ରହରରେ ସ୍କୁଟି ଆରୋହୀ ଯାଉଥିବା ବେଳେ ହଠାତ ବିପରୀତ ଦିଗରୁ ଆସୁଥିବା ଜିପ୍ ଚାଳକ ମୋବାଇଲରେ କଥା ହୋଇ ଆସୁଥିବାବେଳେ ଦ୍ରୁତଗତିରେ ସ୍କୁଟିକୁ ଧକ୍କା ଦେଇଥିଲା । ଫଳରେ ସ୍କୁଟି ଆରୋହୀଙ୍କ ମୁଣ୍ଡ ସହ ଶରୀରେ ଆଘାତ ଲାଗିଛି ।  ଜିପ୍ ଜବତ ହେବା ସହ ଡ୍ରାଇଭରକୁ ଚନ୍ଦ୍ରଶେଖରପୁର ପୋଲିସ ତଦନ୍ତ କରୁଛି ।

   Related Posts