Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ବାଇକ୍ ଉପରକୁ ଲମ୍ଫ ମାରିଲେ ଦୁଇଟି ଭାଲୁ, ଆକ୍ରମଣରେ ଜଣେ ଗୁରୁତର

19/05/2021 at 6:13 PM

ନୀଳଗିରି ୧୯।୫: ବାଲେଶ୍ଵର ଜିଲ୍ଲା ନୀଳଗିରି ଉପଖଣ୍ଡ ଅଧିନ ଗୋପ ଅଂଚଳରେ ଦୁଇ ଦୁଇଟି ଭାଲୁ ଏକ ବାଇକ ଆରୋହୀଙ୍କ ଉପରକୁ ଲମ୍ଫ ପ୍ରଦାନ କରିବା ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଔପଦା ବ୍ଲକ ଅଧିନ ଶ୍ୟାମସୁନ୍ଦରପୁର ପଂଚାୟତ ଅଧିନ ଜୁରିଆପାଟଣା ଗାଁର ରମେଶ ମଲିକ ନାମକ ଯୁବକ ପାଟପୁର ଅଞ୍ଚଳକୁ କାମ ସନ୍ଧାନରେ ଏକ ବାଇକରେ ଯାଉଥିଲେ । ବାଇକ୍ ପଛରେ ତାଙ୍କ ପୁତୁରାକୁ ମଧ୍ୟ ବସାଇଥିଲେ । ହଠାତ୍ ଗୋପ ଛକ ନିକଟରେ ଦୁଇଟି ଭାଲୁ ବାଇକ ଉପରକୁ ଲମ୍ଫ ମାରିଥିଲେ ।  ପୁତୁରା ଛିଟିକି ରାସ୍ତା ତଳକୁ ପଡିଥିବା ବେଳେ ଭାଲୁ ଦୁଇଟି ତାଙ୍କୁ ଆତର୍କିତ ଆକ୍ରମଣ କରିଥିଲେ । ଯୁବକଙ୍କ ଗୋଡ଼ରେ ଗଭୀର କ୍ଷତ ଲାଗିଥିବା ଜଣାପଡିଛି । ଚିତ୍କାର ଶୁଣି ସ୍ଥାନୀୟ ଲୋକମାନେ ଦୌଡ଼ି ଆସିବାରୁ ଭାଲୁ ଦୁଇଟି ଦେବଗିରି ପାହାଡ଼କୁ ପଳାଇ ଯାଇଥିଲେ । ଆହତଙ୍କୁ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

   Related Posts