ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି

Published By : Prameya-News7 Bureau | February 26, 2021 IST

କେନ୍ଦୁଝର ୨୬।୨: କେନ୍ଦୁଝରରେ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । 

ସୂଚନାଯୋଗ୍ୟ ଯେ, ପ୍ରାତଃ ଭ୍ରମଣ ବେଳେ କେନ୍ଦୁଝର ମାଇନିଂ ସ୍କୁଲ ସମ୍ମୁଖରେ ଜଣଙ୍କୁ ଧକ୍କା ଦେଇଛି ବାଇକ୍ ।  ବାଇକ୍ ଧକ୍କା ଦେବା ଫଳରେ ବ୍ୟକ୍ତି ଜଣଙ୍କ ଗୁରୁତର ହୋଇଛନ୍ତି ।  ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।  ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.