Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଗସ୍ତି ନୂଆଗାଁ ଓ ଚମାଖଣ୍ଡି ପଞ୍ଚାୟତର ସରପଞ୍ଚ ଏବଂ ସମିତି ସଭ୍ୟ ପ୍ରାର୍ଥୀ ନିର୍ଦ୍ବନ୍ଦରେ ନିର୍ବାଚିତ
  • ||
  • ରାଜ୍ୟରେ ବୁଧବାର ସୁସ୍ଥହେଲେ ଆଉ ୧୦ହଜାର ୭୮ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୭୩ ଜଣ ଡିସଚାର୍ଜ
  • ||
  • ପାଟ୍ରୋଲିଂ ଗାଡିକୁ ଚକ୍‌ମା ଦେଇ ଖସିଯିବା ବେଳେ ଗୋଡାଇ ଗୋଡାଇ କାବୁ କଲା ପୋଲିସ: ଅଟୋରୁ ବିପୁଳ ଗଞ୍ଜେଇ ଜବତ, ୫ ଗିରଫ
  • ||
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

12/09/2019 at 3:23 PM

କଳାହାଣ୍ଡି ୧୨।୯: କଳାହାଣ୍ଡିରେ ବାର୍‌ହା ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ଜାମଗୁଡାବାହାଲି ଗାଁର ବାରହା ଆକ୍ରମଣ କରିଛି । ଗୁରୁତର ହେଉଛନ୍ତି ୫୦ ବର୍ଷ ବୟସ୍କ ବିଦେଶୀ ମଲ୍ଲିକ । ତାଙ୍କୁ ଗୁରୁତର ଅବସ୍ଥାରେ ଧର୍ମଗଡ ମେଡିକାଲରେ ଭର୍ତ୍ତି କରାଯାଇଛି । ନିଜ ଚାଷ ଜମିକୁ ଯାଇଥିବା ବେଳେ ଆକ୍ରମଣର ଶୀକାର ହୋଇଥିଲେ ।  

   Related Posts