Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ରୋଲର୍‌ରେ ପିଟି ହୋଇ ଜଣେ ଗୁରୁତର…

10/06/2020 at 6:31 PM

ବାଲିଅନ୍ତା୧୦/୬: ବାଲିଅନ୍ତା ଥାନା ପଞ୍ଚାୟତ ରୋଡ୍ ରାସ୍ତାରେ ଥିବା ରୋଲରରେ ପିଟି ହୋଇ ଜଶେ ବ୍ୟକ୍ତି ଗୁରୁତର। ଗୁରୁତର ବ୍ୟକ୍ତିଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଏହି ବ୍ୟକ୍ତି ହେଉଛନ୍ତି ବନମାଳିପୁରର ବାମଦେବ ଜେନା । ବାମଦେବ ଭୁବନେଶ୍ଵରରୁ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ବାଲିଅନ୍ତା ଥାନା ପଞ୍ଚାୟତ ରୋଡ୍ ନିକଟରେ ଏକ ରୋଲରରେ ରେ ପିଟି ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ରେ ଭର୍ତ୍ତି କରାଯାଇଛି ।

   Related Posts