Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

କୁହୁଡି ଯୋଗୁଁ ସିରିଜ୍ ଦୁର୍ଘଟଣା : ୧୧ଟି ଗାଡି ଦୁର୍ଘଟଣାଗ୍ରସ୍ତ, ଜଣେ ମୃତ ୭ ଆହତ

9/02/2019 at 8:46 AM

ରାଉରକେଲା ୯|୨: ସୁନ୍ଦରଗଡ କୁତ୍ରା ବ୍ଲକ୍ ଗୁଡାକଟାରେ ସିରିଜ୍ ଦୁର୍ଘଟଣା ଘଟିଛି । ଗୋଟିଏ ସ୍ଥାନରେ ୧୧ଟି ଗାଡି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟ ହୋଇଥିବା ବେଳେ ୭ଜଣ ଆହତ ହୋଇଛନ୍ତି । ଘନ କୁହୁଡି ଯୋଗୁଁ ଦୁର୍ଘଟଣା ଘଟିଥିବା ଜଣାପଡିଛି ।

ସୂଚନା ଅନୁସାରେ ସକାଳ ପ୍ରାୟ ୫ଟା ଓ ୫ଟା ୩୦ ମଧ୍ୟରେ ଦୁର୍ଘଟଣା ଘଟିଛି । ଘନ କୁହୁଡି ଯୋଗୁଁ ରାସ୍ତାଘାଟ ଠିକ୍ ଭାବେ ଦେଖାଯାଇନଥିବାରୁ ଗୋଟିଏ ସ୍ଥାନରେ ୧୧ଟି ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଫଳରେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଆହତ ହୋଇଛନ୍ତି । ମୃତ ଡ୍ରାଇଭରଙ୍କୁ କଟର ସାହାଯ୍ୟରେ କଟାଯାଇ ବାହାର କରିବାକୁ ଉଦ୍ୟମ ଚାଲିଛି । ତେବେ ଆହତମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts