Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||

ଦେବଗଡ: ଶୌଚ ପାଇଁ ଯାଇ ଘରକୁ ଫେରିଲେନି, ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ

11/12/2020 at 8:47 PM

ଦେବଗଡ  ୧୧।୧୨: ଦେବଗଡ ଜିଲ୍ଲା ବଡଛାପଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାବରିକାନୀ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଲେ ସେହି ଗ୍ରାମର ୬୦ ବର୍ଷ ବୟସ୍କ କମାର କିଶାନ। କମାର ସଂଧ୍ୟା ସମୟରେ ଶୌଚ ପାଇଁ ଗ୍ରାମ ନିକଟସ୍ଥ କଟାକୁ ଯାଇଥିବା ବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। କମାରଙ୍କ ମୃତ୍ୟୁ ପରେ ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଗତ କିଛି ଦିନ ହେଲା ସେହି ଅଞ୍ଚଳରେ କୋଡିଏରୁ ଉର୍ଦ୍ଧ୍ଵ ହାତୀ ରହି ବ୍ୟାପକ ଫସଲ ନଷ୍ଟ କରୁଥିବା ଅଭିଯୋଗ ହୋଇଥିଲା।

   Related Posts