Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚେତୁନାହାଁନ୍ତି ଅମାନିଆ : ବିଭିନ୍ନ ଆଳ କରି ବଜାରରେ ବୁଲୁଛନ୍ତି, ଫାଇନ୍ ବି ଗଣୁଛନ୍ତି
  • ||
  • ‘ଟିକାରୁ ଜିଏସଟି ଛାଡ କର’ : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
  • ||
  • ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
  • ||
  • କରୋନା ରୋଗୀଙ୍କୁ ମେଡିସିନ୍ ନେଇ ଜାରି ହେଲା ଏସଓପି : ଆକ୍ରାନ୍ତଙ୍କୁ ଇଞ୍ଜେକ୍ସନ ଦେବା ପୂର୍ବରୁ ଯାଞ୍ଚ ହେବ ସ୍ୱାସ୍ଥ୍ୟାବସ୍ଥା
  • ||
  • ରାଜସ୍ଥାନରେ ୧୪ ଦିନିଆ ଲକ୍‌ଡାଉନ୍‌ ଲଗାଇଲେ ସରକାର, ୩୧ ଯାଏଁ ହୋଇପାରିବନି ବିବାହ
  • ||
  • ପଶୁପକ୍ଷୀଙ୍କୁ ମଧ୍ୟ ହେଉଛି କରୋନା, ଆଗରୁ ଆହୁରି ହେବେ ସଂକ୍ରମିତ ! ଚିନ୍ତାରେ ସରକାର
  • ||
  • ଛୋଟ ପିଲାଙ୍କ ପ୍ରତି ବିପଦ ବେଶୀ, ଦୈନିକ ୫୦୦ ଶିଶୁ ହେଉଛନ୍ତି କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା, ଗ୍ରାମବାସୀ ଭୟଭୀତ
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

ରାଜଗାଙ୍ଗପୁରରେ ପୁଣି ହାତୀ ଆତଙ୍କ ; ହାତୀ ଆକ୍ରମଣରେ ଜଣେ ମହିଳା ମୃତ

9/02/2019 at 8:42 AM

ରାଜଗାଙ୍ଗପୁର ୯|୨: ରାଜଗାଙ୍ଗପୁରରେ ପୁଣି ହାତୀ ଆତଙ୍କ । ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ବିନବିଭାଗ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି ।

ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ମାଳିଡିହ ଫରେଷ୍ଟ ରେଞ୍ଜର ଡୁଡି ଜଙ୍ଗଲକୁ ଦିଲୀପ କେରକେଟା ଓ ତାଙ୍କ ସ୍ତ୍ରୀ ଆଭା କେରକେଟା କାଠ ଆଣିବାକୁ ଯାଇଥିଲେ । ସେମାନେ ହାତୀ ହାବୁଡରେ ପଡି ଯାଇଥିଲେ । ହାତୀ ଆଭା କେରକେଟାକୁ ଶୁଣ୍ଡରେ କଚାଡି ମାରିଦେଇଥିଲା । ସ୍ବାମୀ ତରବା ଏ ଖବର ଗାଁ ଲୋକଙ୍କୁ ଦେଇଥିଲେ । ଖବର ପାଇ ଗ୍ରାମବାସୀ ଓ ବନ ବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ । ବନବିଭାଗ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ କରିଛନ୍ତି । 

   Related Posts