Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୪କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ଘର ରଙ୍ଗ କରୁଥିବା ବେଳେ ଲାଗିଲା କରେଣ୍ଟ, ଚାଲିଗଲା ଶ୍ରମିକଙ୍କ ଜୀବନ

19/10/2020 at 4:20 PM

ପାଟଣା ୧୯।୧୦: କେନ୍ଦୁଝର ଜିଲ୍ଲା ପାଟଣା ଥାନା ତେଣ୍ଡେରା ଗ୍ରାମରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ମୃତ୍ୟୁ ହୋଇଛି । ତେଣ୍ଡେରା ଗ୍ରାମର ହାଇସ୍କୁଲ ନିକଟରେ  ସଙ୍କର୍ଷଣ ଲୋହାରଙ୍କ ନୂତନ ଆଜବେଷ୍ଟ ଘରର କଲର କାମ ଚାଲୁଥିଲା । ଏହି ସମୟରେ ଘର ଉପରେ ଯାଇଥିବା  ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି କଲର କରୁଥିବା ଜଣେ ଶ୍ରମିକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ମୃତକ ତେଣ୍ଡେରା ଗ୍ରାମର ସ୍ବର୍ଗତ ରାମଚନ୍ଦ୍ର ମହାକୁଡ଼ଙ୍କ  ପୁଅ ରାହୁଲ ମହାକୁଡ଼ । ତାଙ୍କ ବୟସ ୨୨ ବର୍ଷ ।

ଖବର ପାଇ ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି । ଏନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ପୋଲିସ ।

   Related Posts