Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

ସଡକ ଦୁର୍ଘଟଣାରେ ସରସ୍ୱତୀ ଶିଶୁ ମନ୍ଦିର ଶିକ୍ଷୟତ୍ରୀ ମୃତ

28/11/2019 at 10:54 PM

ଝାରସୁଗୁଡା ୨୮।୧୧ -ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ସରସ୍ୱତୀ ଶିଶୁ ମନ୍ଦିର ଶିକ୍ଷୟତ୍ରୀ ଜ୍ୟୋତ୍ସାରାଣୀ ସୁତାରଙ୍କର ମୃତ୍ୟୁ ହୋଇଛି ।

ଝାରସୁଗୁଡା ବ୍ରଜରାଜନଗର ରାସ୍ତାର ପ୍ରସନ୍ନପଣ୍ଡା ଛକରେ ଘଟିଥିବା ଏହି ଦୁର୍ଘଟଣା ପ୍ରତିବାଦରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ ।

   Related Posts