Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ

8/05/2021 at 3:32 PM

ଭୁବନେଶ୍ୱର, ୦୮/୦୫: ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛି କୋଭିସିଲ୍ଡ ଟିକା । ୧ ଲକ୍ଷ ଟିକା ଆଜି ସେରମ୍‌ ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ରୁ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିବା ସୂଚନା ମିଳିଛି । ଏହି ଟିକା ୧୮ରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ ।

ଗତ କିଛି ଦିନ ତଳେ ଓଡ଼ିଶା ସରକାର ୧୮ରୁ ୪୪ ବର୍ଷ ବୟସ୍କଙ୍କୁ ମାଗଣାରେ କରୋନା ଟିକା ଦେବା ନେଇ ଘୋଷଣା କରିଥିଲେ । ଏନେଇ ସରକାର ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌କୁ ଟିକା ଦେବା ପାଇଁ ଅର୍ଡର କରିଥିଲେ । ଇନ୍‌ଷ୍ଟିଚ୍ୟୁଟ୍‌କୁ ମୋଟ ୩ କୋଟି ୭୭ ଲକ୍ଷ ଟିକା ପାଇଁ ସରକାର ଦାବି କରିଥିଲେ । ଏହାର ପ୍ରଥମ ପର୍ଯ୍ୟାୟ ଟିକା ଆଜି ଭୁବନେଶ୍ୱରରେ ପହଞ୍ଚିଛି ।

   Related Posts