Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡ ଘରେ ‘ଭିନେ’ କଳି : ହିନ୍ଦୁଜା ୪ ଭାଇଙ୍କ ସମ୍ପର୍କରେ ଆତ୍ମୀୟ ବାଧକ, ମାମଲା କୋର୍ଟରେ
  • ||
  • କାନପୁର ଟେଷ୍ଟ : କିଓ୍ୱି ବୋଲରଙ୍କ ଦମଦାର ବୋଲିଂ, ପ୍ରଥମ ଇନିଂସରେ ଭାରତ ୩୪୫ରେ ଅଲଆଉଟ୍
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସ ଆୟରଙ୍କ ଦମଦାର ଶତକ, ନିରାଶ କଲେ ରିଦ୍ଧିମାନ ଶାହ ଓ ଅକ୍ଷର ପଟେଲ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୧୯ କରୋନା ସଂକ୍ରମିତ, ୧୦୪୮୨୨୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଜନ୍ମହେଲା ୨ ମୁଣ୍ଡିଆ ଶିଶୁ, ହସ୍ପିଟାଲରେ ଛାଡି ଫେରାର ହୋଇଗଲେ ବାପା-ମାଆ
  • ||
  • ମାତିଲେ ଝାଡଖଣ୍ଡୀ ହାତୀପଲ, ନଷ୍ଟକଲେ ଧାନ ଫସଲ
  • ||
  • ଟ୍ରକ୍ ସହ ଧକ୍କା ହେଲା କିଙ୍ଗଫିସର ବସ୍, ଏକାଧିକ ଯାତ୍ରୀ ଆହତ
  • ||
  • ଗଜପତିରେ ଅପରେସନ ଗ୍ରୀନ୍ କ୍ଲିନ୍, ୧୪ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଅପରେସନ ନୀଳ ଜହର : ୧୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସଙ୍କ ଦମଦାର ବ୍ୟାଟିଂ, ଭାଙ୍ଗିଲେ ଗାଭାସ୍କରଙ୍କ ରେକର୍ଡ
  • ||

ହାତୀ ଆକ୍ରମଣରେ ଜଣେ ଯୁବକ ମୃତ

2/12/2019 at 11:20 AM

କୁଚିଣ୍ଡା ୦୨।୧୨:  ଜଣେ ଯୁବକଙ୍କୁ ଦଳିଦେଲା ହାତୀ । ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ ଦଳିଦେଲା ହାତୀ । ମୃତକ ତୁମେରମୁଣ୍ଡା ଗାଁର ସପନୀଲ ଏକ୍କା ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ,  ଆଜି ସକାଳ ସମୟରେ ଯୁବକ ଜଣଙ୍କ ବନଖଣ୍ଡ ଡୁମେରମୁଣ୍ଡା-ମହୁଲମୁଣ୍ଡା ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ହାତୀ ହାବୁଡରେ ପଡିଯାଇଥିଲେ । ହାତୀ ତାଙ୍କୁ ଦଳି ଦେଇଥିବା ବେଳେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ବନବିଭାଗ  ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି ।

   Related Posts