ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର

Published By : Prameya-News7 Bureau | January 22, 2020 IST

ବୌଦ୍ଧ ୨୨।୦୧: ଭାଲୁ ଆକ୍ରମଣରେ ଜଣେ ଗୁରୁତର । ବୌଦ୍ଧ ଜିଲ୍ଲା ଚାରିଛକ ଥାନା ଅନ୍ତର୍ଗତ ସୁରୁଣ୍ଡି ଗ୍ରାମରେ ଭାଲୁ ଆକ୍ରମଣରେ ହୋଇଛି। ଗୁରୁତର ଅବସ୍ଥାରେ ସୁରୁଣ୍ଡି ଗାଁର ପବିତ୍ର ଦେହୁରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

{"id":214539,"sizeSlug":"large"}

ବୁଧବାର ସକାଳୁ ପବିତ୍ର ନିକଟସ୍ଥ ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣ ର ଶିକାର ହୋଇଥିଲେ। ତେବେ ଆହତ ଅବସ୍ଥାରେ ପ୍ରଥମେ ତାଙ୍କୁ ହରଭଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା , ପରେ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ବୌଦ୍ଧ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.