Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର

22/01/2020 at 11:18 AM

ବୌଦ୍ଧ ୨୨।୦୧: ଭାଲୁ ଆକ୍ରମଣରେ ଜଣେ ଗୁରୁତର । ବୌଦ୍ଧ ଜିଲ୍ଲା ଚାରିଛକ ଥାନା ଅନ୍ତର୍ଗତ ସୁରୁଣ୍ଡି ଗ୍ରାମରେ ଭାଲୁ ଆକ୍ରମଣରେ ହୋଇଛି। ଗୁରୁତର ଅବସ୍ଥାରେ ସୁରୁଣ୍ଡି ଗାଁର ପବିତ୍ର ଦେହୁରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ବୁଧବାର ସକାଳୁ ପବିତ୍ର ନିକଟସ୍ଥ ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣ ର ଶିକାର ହୋଇଥିଲେ। ତେବେ ଆହତ ଅବସ୍ଥାରେ ପ୍ରଥମେ ତାଙ୍କୁ ହରଭଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା , ପରେ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ବୌଦ୍ଧ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

   Related Posts