Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଜଳାଭିଷେକ ପୂର୍ବରୁ ପାଣିରେ ବୁଡି କାଉଡ଼ିଆ ମୃତ

27/07/2020 at 12:05 PM

ଭଦ୍ରକ ୨୭।୦୭: ପାଣିରେ ଭାସିଗଲେ ଯୁବକ । ଶ୍ରାବଣ ମାସରେ ଶିବ ଲିଙ୍ଗରେ ଜଳାଭିଷେକ କରିବା ପାଇଁ ପାଣି ଭାର ଉଠାଇବା ବେଳେ ଅଘଟଣ । ମୃତଦେହକୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ଏମିତି ଦୁଃଖଦ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଞ୍ଚଳରେ ।

ସୂଚନାଯୋଗ୍ୟ ଯେ,  ଯୁବକ ଜଣଙ୍କ ନଗୁଆଁ ଅଞ୍ଚଳର ବିଜୟ ବେହେରା ବୋଲି ସୂଚନା ମିଳିଛି । ବିଜୟ ଶ୍ରାବଣ ମାସରେ ଜଳାଭିଷେକ ପାଇଁ ଗାଁ ନିକଟ ହାଇଲେବଲ କେନାଲ ନିକଟରୁ ପାଣି ଉଠାଉଥିଲେ । ଗୋଡ ଖସିଯିବାରୁ ସେ ପାଣିରେ ଭାସିଯାଇଥିଲେ , ପରେ ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । କିଛି ସମୟ ପରେ ବିଜୟଙ୍କୁ ଉଦ୍ଧାର କରି ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

   Related Posts