Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ ଥରେ ବିଦ୍ୟାଭାରତୀଙ୍କୁ ଜେରା କରିବ ପୋଲିସ ! ନେଇପାରେ ପାରଳାଖେମୁଣ୍ଡି
  • ||
  • ଦେଶବ୍ୟାପୀ ତ୍ରିରଙ୍ଗା ରାଲି ବାହାର କରିବେ କୃଷକ, ଅଗଷ୍ଟ ୧୫ରେ ପାଳନ କରିବେ ଏହି ଦିବସ
  • ||
  • ଟୋକିଓ ଅଲିମ୍ପିକ୍ସ: ଆଜି ଇତିହାସ ରଚିବାକୁ ଓହ୍ଲାଇବେ ରବି ଦାହିଆ, ପୁରୁଷ ହକି ଉପରେ ବି ରହିବ ନଜର
  • ||
  • ତୃତୀୟ ଲହରକୁ ନେଇ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭକ୍ତଙ୍କ ପାଇଁ ବଡ଼ ଘୋଷଣା, ୧୬ ତାରିଖରୁ ଖୋଲିବ ଶ୍ରୀମନ୍ଦିର
  • ||
  • ଅଗଷ୍ଟ ୧୬ରୁ ଶ୍ରୀମନ୍ଦିର ଖୋଲିବ
  • ||
  • ଟୋକିଓ ଅଲିମ୍ପିକ୍ସ ହକି ସେମିଫାଇନାଲ୍‌ରେ ହାରିଲା ମହିଳା ଦଳ, ଫାଇନାଲ୍‌କୁ ଉନ୍ନିତ ହେଲା ଆର୍ଜେଣ୍ଟିନା
  • ||
  • ଦେବଗଡ : ହନୁମାନ ପଇସା ରାକେଟ୍ ଠାବ : ୩ ଗିରଫ, ୨ଟି ହନୁମାନ ପଇସା ଜବତ
  • ||
  • ସାଲେପୁର : ସାଲେପୁର ଅଞ୍ଚଳରୁ ବିରଳ ଏଣ୍ଡୁଅ ଉଦ୍ଧାର, ବଦଳାଉଛି ରଙ୍ଗ
  • ||
  • ଢେଙ୍କାନାଳ : ବିକ୍ରି କରୁଥିଲେ ବାରହା ମାଂସ, ୩ ଶିକାରୀଙ୍କୁ ବାନ୍ଧିଲା ବନ ବିଭାଗ
  • ||

ବନ୍ଧୁକ ଦେଖାଇ ଦାଦା ବଟି ମାଗୁଥିବା ଦୁର୍ବୃତ୍ତ ଗିରଫ

5/08/2020 at 6:06 PM

ଭଞ୍ଜନଗର ୫।୮: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ ଷୋଳମଇଲି ଛକଠାରେ ଜଣେ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ମାଡ଼ ମାରି ବ୍ୟବସାୟୀଙ୍କୁ ଦାଦା ବଟି ମାଗୁଥିବା ବେଳେ ସ୍ଥାନୀୟ ଲୋକମାନେ କାବୁ କରି ଥାନାରେ ଦେଲେ । ପୋଲିସ ତାକୁ ଗିରଫ କରିଛି । ଦୁର୍ବୃତ୍ତଙ୍କ ନାମ କାଂହ୍ନୁଚରଣ ନାୟକ । ସେ ନାରାୟଣ ପଣ୍ଡା ନାମକ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ସେ ବୁଗୁଡ଼ା ଥାନାରେ କାଂହ୍ନୁଙ୍କ ବିରୋଧରେ ଏତଲା ଦେଇଛନ୍ତି ।

   Related Posts