Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ୨ ପର୍ଯ୍ୟଟକ : ଗୁରୁତର ଅବସ୍ଥାରେ ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

19/10/2021 at 3:51 PM

ପୁରୀ ୧୯।୧୦: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ । ଭାସିଗଲେ ଦୁଇ ପର୍ଯ୍ୟଟକ । ଚକ୍ରତୀର୍ଥ ରୋଡ୍ ହୋଟେଲ ପିଙ୍କ୍ ହାଉସ୍ ପଛପଟ ଓ କାମେଲିଆ ସମ୍ମୁଖ ସମୁଦ୍ରରେ ସ୍ନାନ କରୁଥିଲେ ଦୁଇ ଜଣ ପର୍ଯ୍ୟଟକ। ଅସାବଧାନତା ବଶତଃ ଉଭୟ ସମୁଦ୍ରରେ ଭାସିଯାଇଥିଲେ । ଅଗ୍ନିଶମ ବିଭାଗ ପକ୍ଷରୁ ଗୁରୁତର ଅବସ୍ଥାରେ ଜଣଙ୍କୁ ଉଦ୍ଧାର କରାଯାଇଛି । ହୋଟେଲ କାମେଲିଆ ସମ୍ମୁଖ ବେଳାଭୂମିରେ ପର୍ଯ୍ୟଟକ ଜଣଙ୍କ ସ୍ନାନ କରୁଥିବା ବେଳେ ତାଙ୍କ ପରିଚୟ ମିଳିପାରି ନାହିଁ । ଚିକିତ୍ସା ପାଇଁ ଗୁରୁତର ଅବସ୍ଥାରେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।  ଅନ୍ୟ ଜଣେ ପର୍ଯ୍ୟଟକ ନିଖୋଜ ଅଛନ୍ତି।

   Related Posts