Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||

ଖରସ୍ରୋତା ନଦୀରେ ଦୁଇ ଜଣଙ୍କୁ ଟାଣିନେଲା କୁମ୍ଭୀର : ଜଣେ ଉଦ୍ଧାର, ଜଣେ ନିଖୋଜ

26/07/2020 at 3:49 PM

ପଟ୍ଟାମୁଣ୍ଡାଇ ୨୬।୭: କେନ୍ଦ୍ରାପଡା ଜିଲ୍ଲା ଆଳି ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ । ନଦୀରେ ଗାଧୋଉଥିବା ବେଳେ ଏକା ସଙ୍ଗେ ଦୁଇ ଜଣଙ୍କୁ ଟାଣିନେଲା କୁମ୍ଭୀର । ଏଭଳି ଅଭାବନୀୟ ଘଟଣା ବରୁଣା ପଞ୍ଚାୟତ ପାରି ମୁକୁନ୍ଦପୁର ଗାଁରେ ଘଟିଛି ।

ସୂଚନାଯୋଗ୍ୟ ଯେ, ଖରସ୍ରୋତା ନଦୀରେ ୧୬ବର୍ଷର ବାଳକ ରୁଦ୍ର ନାରାୟଣ ବେହେରାଙ୍କୁ କୁମ୍ଭୀର ଟାଣି ନେଇଥିବା ବେଳେ ୩୦ ବର୍ଷର ଯୁବକ ଲିପନ ବେହେରାଙ୍କୁ ଉଦ୍ଧାର କରାଯାଇଛି । ଆହତ ଲିପନ ବେହେରାଙ୍କୁ ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ରୁଦ୍ର ନାରାୟଣଙ୍କୁ ଉଦ୍ଧାର ପାଇଁ ଦମକଳ ବାହିନୀର କର୍ମଚାରୀମାନେ ଉଦ୍ୟମ ଜାରି ରଖିଛନ୍ତି ।

   Related Posts