Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରାଜ୍ୟରେ ଆଉ ଜଣେ କରୋନ ପଜିଟିଭ୍ ଚିହ୍ନଟ, ମୋଟ୍ କୋଭିଡ୍-୧୯ ସଂକ୍ରମିତଙ୍କ ସଂଖ୍ୟା ୮୩

22/04/2020 at 4:00 PM

ଭୁବନେଶ୍ବର୨୨/୪: ରାଜ୍ୟରେ ପୁଣି ଜଣେ କରୋନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବୁଧବାର ଅପରାହ୍ନରେ ଏହି ନୂତନ କୋଭିଡ-୧୯ ଆକ୍ରାନ୍ତ ଚିହ୍ନଟ ପରେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୮୩ ବୃଦ୍ଧି ପାଇଛି। ସୂଚନା ଓ ଲୋକ ସଂପର୍କ ବିଭାଗର ଟ୍ବଟ୍ ଅନୁଯାୟୀ, ୮୩ ତମ କରୋନା ପଜିଟିଭ୍ ଜଣକ ଜଣେ ୩୮ ବର୍ଷୀୟ ଯୁବକ। ତାଙ୍କ ଘର ଯାଜପୁର ଅଞ୍ଚଳରେ।ସେ ପଶ୍ଚମବଙ୍ଗରୁ ଫେରିଥିଲେ। ଏହି ଯୁବକ ଚିହ୍ନଟ ହେବାପରେ ଯାଜପୁର ଜିଲ୍ଲାରେ କୋଭିଡ-୧୯ ପଜିଟିଭ ସଂଖ୍ୟା ୮ କୁ ବୃଦ୍ଧି ପାଇଛି।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ, ଆଜି ସକାଳେ ୩ ଜଣ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଥିଲେ। ସେମାନେ ସମସ୍ତେ ଭଦ୍ରକ ଅଞ୍ଚଳର ଓ ସେମାନଙ୍କର ମଧ୍ୟ ପଶ୍ଚିମବଙ୍ଗ ଲିଙ୍କ୍ ରହିଛି।

   Related Posts