Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି

28/11/2021 at 9:59 AM

ଭୁବନେଶ୍ୱର ୨୮।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୧୯୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୭ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୬୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୮୬୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୬୨୫୫୪୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts