Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ସୁସ୍ଥ ହେଲେ ଆଉ ଜଣେ କରୋନା ସଂକ୍ରମିିତ

29/04/2020 at 4:40 PM

ଭୁବନେଶ୍ବର୨୯/୪: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ବ୍ୟକ୍ତି ଭୁବନେଶ୍ବରର। ତେଣୁ ଏହି ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ମୋଟ୍ ୩୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

   Related Posts