Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ମା’ଙ୍କ ଦର୍ଶନ ହେଲା ଶେଷ ଦର୍ଶନ : ବ୍ରେକ୍ ଫେଲ୍ ହେବାରୁ ଓଲଟିଲା ଗାଡି, ଜଣେ ମୃତ, ୨୦ଆହତ

20/10/2020 at 3:07 PM

ସାନଖେମୁଣ୍ଡି ୨୦।୧୦: ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକର ତୁରୁବୁଡି ପଂଚାୟତ କଣ୍ଟାଖାଳି ଗ୍ରାମ ନିକଟ ବିଦ୍ୟାଧରପୁର ବାଙ୍କ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ନୂଆଗଡରୁ କୂରେଇଶୁଣି  ମା’ଙ୍କ ଦର୍ଶନ ସାରି ଫେରିବା ସମୟରେ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଗାଡିର ବ୍ରେକ୍ ଫେଲ୍ ହେବା ସହ ଭାରସାମ୍ୟ ହରାଇ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି ।

ମୃକତ ଟିକରପଡା ଗ୍ରାମର ତ୍ରିଲୋଚନ ସାହୁଙ୍କ ଧର୍ମପତ୍ନୀ  ପଙ୍କଜ ସାହୁ । ଗାଡି ଡ୍ରାଇଭର ଥାନାରେ ଆତ୍ମସମର୍ପଣ କରିଥିବା ବେଳେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲକୁ ପଠାଯାଇଛି ।

   Related Posts