Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||
  • ପୁରୀ : ଶ୍ରୀମନ୍ଦିରରେ ବଢିଲା କଟକଣା : ସପ୍ତାହର ୨ଦିନ ଦର୍ଶନ ବନ୍ଦ, ବାହାର ଭକ୍ତଙ୍କ ପାଇଁ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||

ଲସି ଦୋକାନ ଉପରେ ମାଡିଗଲା ତେଲ ଟ୍ୟାଙ୍କର : ଜଣେ ଗ୍ରାହକ ମୃତ, ୩ ଆହତ

8/04/2021 at 3:04 PM

କଟକ ୮।୪: ମର୍ମନ୍ତୁଦ ଦୁର୍ଘଟଣା । ଲସି ଦୋକାନ ଉପରେ ମାଡିଗଲା ତେଲ ଟ୍ୟାଙ୍କର । ଦୋକାନରେ ଥିବା ଜଣେ ଗ୍ରାହକଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଜଗତପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, କଟକ ଭଏରପୁର ନିକଟରେ ଥିବା ଏକ ଲସି ଦୋକାନ ଭିତରକୁ ମାଡିଗଲା ତେଲ ଟ୍ୟାଙ୍କର । ଫଳରେ ଲସି ଦୋକାନରେ ଥିବା ଜଣେ ଗ୍ରାହକଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୩ ଜଣ ଆହତ ହୋଇଛନ୍ତି । ଖବର ପାଇ ଜଗତପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି । ଘଟଣାର ଅଧିକ ତଦନତ ଜାରି ରହିଛି ।

   Related Posts