Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ରାସ୍ତା କଡ ଗଛରେ ପିଟିହେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୭ ଗୁରୁତର

27/12/2020 at 9:30 AM

ରାଉରକେଲା ୨୭।୧୨: ଭାରସାମ୍ୟ ହରାଇ ଗଛରେ ପିଟିହେଲା ବସ୍ । ବସ୍ ରେ ଥିବା ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଯାତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଲାଠିକଟାରୁ ରାଉରକେଲା ଆସୁଥିବା ମା’ ତାରିଣୀ ବସ୍ ୧୪୩ ନମ୍ବର ଜାତୀୟ ରାଜପଥ ବାଲୁଘାଟ ନିକଟରେ ଦୁର୍ଗଟଣାଗ୍ରସ୍ତ ହୋଇଛି । ଡ୍ରାଇଭର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଗଛକୁ ପିଟିଲା ବସ୍ । ବସ୍ ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି । ୧୦ରୁ ଅଧିକ ସାମାନ୍ୟ ଆହତ ହୋଇଛନ୍ତି । ଘଚଣାସ୍ଥଳରେ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଛି ।

   Related Posts