Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଗୋହିରା ଡ୍ୟାମ୍‌ରେ ବୁଡିଗଲା ଡଙ୍ଗା, ପାଣିରେ ବୁଡି ଜଣଙ୍କର ମୃତ୍ୟୁ

19/10/2020 at 5:08 PM

ଦେବଗଡ ୧୯।୧୦: ଦେବଗଡ ଜିଲ୍ଲା ରିଆମାଳ  ଥାନା ଅନ୍ତର୍ଗତ ଗୋହିରା ଡ୍ୟାମ୍ ରେ ଡଙ୍ଗା ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଦେବଗଡ ଥାନା ଅନ୍ତର୍ଗତ ବାରଗାଡିଆ ଗ୍ରାମର ଲକ୍ଷ୍ମଣ ଲୁହୁରା ।

ସୂଚନା ଅନୁସାରେ ମୃତ ଲକ୍ଷ୍ମଣ ନିଜ ସ୍ତ୍ରୀଙ୍କ ସହ ଶ୍ବଶୁର ଘରେ ଗ୍ରାମ  କଦଗୁଡାକୁ ଯାଇଥିଲେ। ପରେ ସ୍ତ୍ରୀଙ୍କୁ ଶ୍ବଶୁର ଘରେ ଛାଡ଼ି ଦେଇ ଗୋହିରା ଡ୍ୟାମ୍ ର ଅପର ପାର୍ଶ୍ବରେ ଥିବା ଭଉଣୀ ଘରକୁ ଏକ ହୁଲି ଡଙ୍ଗା ସାହାଯ୍ୟରେ ଯାଉଥିଲେ । ସେହି ସମୟରେ ଡଙ୍ଗା ଟି ଡ୍ୟାମ୍ ମଝିରେ ବୁଡି ଯାଇଥିଲା । ଖବର ପାଇ ଗ୍ରାମବାସୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲକ୍ଷ୍ମଣଙ୍କୁ ଉଦ୍ଧାର କରିଥିବା ବେଳେ ସେତେବେଳକୁ ତାଙ୍କର ମୃତ୍ୟୁ ଘଟିସାରିଥିଲା । ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

   Related Posts