Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଭାରସାମ୍ୟ ହରାଇ ରାସ୍ତାରୁ ବିଲକୁ ଖସିଗଲା ଡାଲା ଅଟୋ : ଜଣେ ମୃତ, ୮ ଆହତ

9/04/2021 at 3:34 PM

ସାନଖେମୁଣ୍ଡି ୯।୪: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତା ଆଙ୍କରଡାରେ ଭାରସାମ୍ୟ ହରାଇ ରାସ୍ତାରୁ ବିଲକୁ ଓଲଟିଲା ଡାଲା ଅଟୋ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଆହତଙ୍କୁ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରିଥିଲେ । ଚିକିତ୍ସା ହେଉଥିବା ବେଳେ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ମୃତକ ହେଲେ ଦିଗପହଣ୍ଡି ବ୍ଲକ୍ କୈଠଖଣ୍ଡି ଗ୍ରାମର କୋରା ବେହେରା । ଉଲ୍ଲେଖଯୋଗ୍ୟ ଯେ, ଘର ଛାତ ପକାଇବବା ପାଇଁ କୈଠଖଣ୍ଡିରୁ ବଉଳଝୋଳି ଗ୍ରାମକୁ ଯାଉଥିବା ବେଳେ ଛାତ ପକା ସରିବା ପରେ ନିଜ ଘରକୁ ଫେରୁଥିବା ବେଳେ ଅଧାରାସ୍ତାରେ ଘଟିଲା ଦୁର୍ଘଟଣା । ସମସ୍ତ ଆହତ ଶ୍ରମିକ ଭାବେ ଦିନମଜୁରିଆ କାମ କରୁଛନ୍ତି ।

   Related Posts