Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

କାର୍-ବାଇକ୍ ମୁହାଁମୁହିଁ ଧକ୍କା, ରାସ୍ତାରେ ଛିଟିକି ପଡିଥିବା ବାଇକ୍ ଆରୋହୀଙ୍କ ଉପରେ ଚଢିଗଲା ଟାଟା ଏସିଇ

7/10/2020 at 5:51 PM

ସାଲେପୁର ୭।୧୦: କଟକ ପାରାଦ୍ବୀପ ରାସ୍ତାର ସୋମପୁର ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଅପରାହ୍ନ ସମୟରେ ଏକ ଇନୋଭା ଧକ୍କାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି । କଟକରୁ ପାରାଦୀପ ଆଡ଼କୁ ଆସୁଥିବା ଏହି ବାଇକ୍ ଆରୋହୀ ଜଣଙ୍କୁ ବିପରୀତ ଦିଗରୁ ଆସୁଥିବା ଏକ କାର୍ ସମ୍ମୁଖରୁ ଧକ୍କା ଦେଇଥିଲା । ଫଳରେ ବାଇକ୍ ଆରୋହୀ ରାସ୍ତା ଉପରକୁ ଛିଟିକି ପଡ଼ିଥିଲେ । ଏହି ସମୟରେ ପଛପଟୁ ଆସୁଥିବା ଏକ ଟାଟା ଏସିଇ ତାଙ୍କ ଉପରେ ମାଡି ଯାଇଥିଲା । ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିଲା । ଘଟଣାସ୍ଥଳରେ କିଶନ ନଗର ପୋଲିସ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ରଘୁନାଥପୁର ଡାକ୍ତରଖାନା ପଠାଇଥିଲା ।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ ଯୁବକଙ୍କ ପରିଚୟ ଜଣାପଡିନାହିଁ । ଦୁର୍ଘଟଣା ଘଟାଇଥିବା କାର୍ ଚାଳକକୁ  ପୋଲିସ ଅଟକ ରଖିଛି ।

   Related Posts