Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଟ୍ରେଲରକୁ ପିଟିଲା ଟ୍ରେଲର, ଚାଲିଗଲା ଜଣଙ୍କ ଜୀବନ

30/10/2021 at 11:45 AM

ସୁନ୍ଦରଗଡ ୩୦।୧୦: ସୁନ୍ଦରଗଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରେଲରକୁ ପିଟିଲା ଟ୍ରେଲର । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ମହୁଲ ପାଲି ଛକ ନିକଟରେ ଘଟିଛି ଦୁର୍ଘଟଣା । ସୁନ୍ଦରଗଡରୁ ଏମସିଏଲ ଯାଇଥିବା ଗୋଟିଏ ଟ୍ରେଲର, ଏମସିଏଲ ପଟୁ ଆସୁଥିବା ଆଉ ଏକ ଟ୍ରେଲର ସହ ମୁହାମୁହିଁ ଧକ୍କା ହୋଇଥିଲେ । ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts