Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ, ଗତକାଲି ରାତିରୁ ଥିଲେ ନିଖୋଜ

24/11/2020 at 11:00 AM

ଆନନ୍ଦପୁର ୨୪।୧୧ : ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ । କେନ୍ଦୁଝର ଜିଲ୍ଲା ୨୦ନଂ ଜାତୀୟ ରାଜପଥ କଲରାଗଡିଆ ଛକରେ ଦୁର୍ଘଟଣା ଘଟିଛି।  ମୃତକ ବେଲବାହାଳୀ ଗାଁର ଶାନ୍ତନୁ ଦେହୁରୀ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଶାନ୍ତନୁ ଦେହୁରୀ ଗତକାଲି ସଂଧ୍ୟାରେ କୌଣସି କାମରେ ଘରୁ ବାହାରି ଆସିଥିଲେ । ବହୁ ସମୟ ଧରି ଘରକୁ ଆଉ ଫେରିନଥିଲେ । ହେଲେ ଆଜି ସକାଳ ସମୟରେ କଳରାଗଡ଼ିଆ ଛକ ନିକଟରେ ଶାନ୍ତନୁଙ୍କ କ୍ଷତବିକ୍ଷତ ମୃତଦେହ ରାସ୍ତାକଡ଼ରେ ପହଥିବାର ସ୍ଥାନୀୟଲୋକ ଦେଖିଥିଲେ । ଏହାପରେ ତୁରନ୍ତ ପୋଲିସ ମୃତଦେହ ପଡିଥିବା ନେଇ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳର ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ତେବେ ପାରିପାଶ୍ୱିକ ସ୍ଥିତିକୁ ଦେଖି କୌଣସି ଏକ ଗାଡ଼ି ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ହୋଇଥିବା ପୋଲିସ ସନ୍ଦେହ କରୁଛି ।   

   Related Posts