Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବିଲରୁ ଫେରୁଥିବା ବେଳେ ଭାଲୁ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

9/09/2020 at 8:08 AM

ଢ଼େଙ୍କାନାଳ ୦୩।୦୯: ଢ଼େଙ୍କାନାଳ ଜିଲ୍ଲା ଭୁବନ ସୁରପ୍ରତାପପୁର ଗାଁରେ ଭାଲୁ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ । ସୁରପ୍ରତାପପୁର ଗାଁର ନରହରି ମହାନ୍ତି ଗତକାଲି ବିଲ କାମ ସାରି ଘରକୁ ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଯାଇଥିଲେ ।

ସେଠାରେ ତାଙ୍କୁ ଭାଲୁ ଆକ୍ରମଣ କରିଥିଲା । ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକ ତାଙ୍କୁ ଖୋଜାଖୋଜି କରିଥିଲେ । ଶେଷରେ ପରିବାର ଲୋକ ତାଙ୍କ କ୍ଷତାକ୍ତ ମୃତଦେହ ପାଇଥିଲେ । ପରେ ଭୁବନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ତାଙ୍କୁ ମୃତଘୋଷଣା କରିଥିଲେ । ସୁରପ୍ରତାପୁର ଫାଣ୍ଡି ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡ଼ିଛି ।

   Related Posts