Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ବରମୁଣ୍ଡା ଓଭରବ୍ରିଜ ନିକଟରେ ଯୁବକଙ୍କ ମୃତଦେହ ଠାବ, ପାଖରେ ପଡିଛି ବାଇକ

25/10/2020 at 12:15 PM

ଭୁବନେଶ୍ୱର ୨୫।୧୦: ରାଜଧାନୀରୁ ଯୁବକଙ୍କ ମୃତଦେହ ଉଦ୍ଧାର ।  ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ଖଣ୍ଡଗିରି ପୋଲିସ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି ।

ଖବର ଅନୁଯାୟୀ, ବରମୁଣ୍ଡା ଓଭରବ୍ରିଜ ନିକଟରୁ ଯୁବକଙ୍କ ମୃତଦେହ ଠାବ ହୋଇଛି । ମୃତଦେହ ପଡିଥିବାର ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ଖଣ୍ଡଗିରି ଥାନା ପୋଲିସ ଯୁବକଙ୍କ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇଛି । ମୃତ ଯୁବକଙ୍କ ବାଇକ ମଧ୍ୟ ନାଳରେ ପଡିଥିବା ଦେଖିବାକୁ ମିଳିଛି । ଦୁର୍ଘଟଣା ଯୋଗୁଁ ଯୁବକଙ୍କ ମୃତ୍ୟୁ ଘଟିଛି ନା କେହି ତାକୁ ହତ୍ୟା କରିଛି । ସେନେଇ ତଦନ୍ତ ଚଲାଇଛି ପୋଲିସ। ମୃତକଙ୍କ ପରିଚୟ  ଏପର୍ଯ୍ୟନ୍ତ ମିଳିନାହିଁ। ମାମଲାରେ ପୋଲିସର ତଦନ୍ତ ଓ ପୋଷ୍ଟ ମର୍ଟମ ରିପୋର୍ଟ ଆସିବା ପରେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ।

   Related Posts