Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ରାସ୍ତାରେ ଚାଲି ଚାଲି ଯିବାବେଳେ ଧକ୍କା ଦେଲା ବୋଲେରୋ, ଜଣେ ମୃତ

20/02/2020 at 7:23 AM

ନିଶ୍ଚିନ୍ତକୋଇଲି ୨୦।୨: କଟକ-ଚାନ୍ଦବାଲି ରାସ୍ତା କଟିକଟା ଅନାମଦାସ ଛକରେ ବୋଲେରୋ ଧକ୍କାରେ ପଥଚାରୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ନୁଆଗାଁର ନୃସିଂହ ଚରଣ ମହାରଣା । ଏକ ବିବାହ ଭୋଜିରେ ଯୋଗଦେବାକୁ ଯାଉଥିଲେ ନୃସିଂହ ।

ଗୁରୁତର ଅବସ୍ଥାରେ ନୃସିଂହଙ୍କୁ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ନୃସିଂହଙ୍କ ମୃତ୍ୟୁରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି ।

   Related Posts