Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||
  • ଢେଙ୍କାନାଳ : ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଚଣ୍ଡିଖୋଲ : ବେଆଇନ ଲଘୁଖଣିଜ ପରିବହନ ବେଳେ ଭିଜିଲାନ୍ସ ରେଡ୍‌, ହାଇୱା ଓ ଟ୍ରକ ଜବତ
  • ||

ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର

27/01/2021 at 8:42 AM

ଜି.ଉଦୟଗିରି ୨୭।୦୧: ବାଇକ୍‌-ଅଟୋ ମୁହାଁମୁହାଁ ଧକ୍କା । ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି । ଜି.ଉଦୟଗିରି ପାବୁରିଆ ବାରିଗୁଡ଼ା ନିକଟରେ ଦୁର୍ଘଟଣା ଘଟିଛି ।

ଖବର ଅନୁଯାୟୀ, ବାରିଗୁଡ଼ା ନିକଟରେ ବାଇକ ଓ ଅଟୋ ନିଜ ବିପରୀତ ଦିଗରୁ ଆସିଥିଲେ । କିନ୍ତୁ ହଠାତ୍‌ ଉଭୟ ଗାଡି ନିଜର ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ଯାହାଫଳରେ କି ଗାଡ଼ିରେ ଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ବ୍ୟକ୍ତିଙ୍କ ମୃ୍ତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି ।

ଦୁର୍ଘଟଣା ସଂପର୍କରେ ସ୍ଥାନୀୟଲୋକ ଖବର ପାଇଁ ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲକୁ ପଠାଇଛନ୍ତି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି । ତେବେ ମୃତକଙ୍କ ନାମ ତାରୁଦତ୍ତ ବେହେରା ହୋଇଥିବା ବେଳେ  ଗୁରୁତରଙ୍କ ବିଷୟରେ ସବିଶେଷ ତଥ୍ୟ ହସ୍ତଗତ ହୋଇନାହିଁ । ୩ ଗୁରୁତରଙ୍କୁ ସାରଙ୍ଗଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି ।  

   Related Posts