Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ସ୍କୁଟିରେ ଯାଉଥିଲେ ମହିଳା, ଧକ୍କା ଦେଲା ଅଜଣା ଗାଡି ; ଚାଲିଗଲା ଜୀବନ

27/04/2021 at 10:47 AM

ଟାଙ୍ଗି ୨୭।୦୪: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଖୋର୍ଦ୍ଧା ଜିଲ୍ଲା ବଡ଼ପୋଖରିଆ ଛକ ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ମଙ୍ଗଳବାର ଦିନ ସକାଳ ସମୟରେ ଖୋର୍ଦ୍ଧା ଜିଲ୍ଲା ବଡ଼ପୋଖରିଆ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି । ସ୍କୁଟିରେ ଯାଉଥିବା ଜଣେ ମହିଳାଙ୍କ ଏକ ଅଜଣା ଗାଡି ଧକ୍କା ଦେଇଛି । ଯାହାଫଳରେ ସ୍କୁଟି ଚଳାଉଥିବା ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି  । ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଡାକ୍ତଖାନାରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣା ପରେ ଅଜଣା ଗାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।  

   Related Posts