Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ଟ୍ରକକୁ ପଛ ପଟୁ ଧକ୍କା ଦେଲା ବାଇକ୍ : ଜଣେ ମୃତ, ସିସିଟିଭିରେ କଏଦ ହେଲା ଲାଇଭ୍‌ ଦୃଶ୍ୟ…

30/03/2021 at 9:16 AM

ନବରଙ୍ଗପୁର ୩୦। ୦୩ : ନବରଙ୍ଗପୁର ଜିଲ୍ଲା ଜଟାବାଲ ଗାଁ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ସେଠାରୁ ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ସମସ୍ତ ଘଟଣା ସିସିଟିଭିରେ କଏଦ ହୋଇଛି ।  

ଘଟଣା ଅନୁସାରେ, ପେଟ୍ରୋଲ ପମ୍ପ ସମ୍ମୁଖରେ ଥିବା ମୁଖ୍ୟ ରାସ୍ତା ଦେଇ ଏକ ଚାଉଳ ବୋଝେଇ ଟ୍ରକ ଯାଉଥିଲା । ଠିକ୍‌ ଏହି ସମୟରେ ପିପଲଗୁଡା ଗାଁର ଦୁଇ ଜଣ ଯୁବକ ସାମ ଭତରା ଓ ନବୀନ ଭତରା ଏକ ବାଇକରେ ଦ୍ରୁତ ଗତିରେ ଆସିଥୁଲେ।  ବାଇକ୍‌ରୁ ନିଜ ନିୟନ୍ତ୍ରଣ ହରାଇ ସିଧା ଚାଉଳ ବୋଝେଇ ଟ୍ରକକୁ ପଛପଟୁ ପିଟି ଦେଇଥିଲେ । ଏହାପରେ ବାଇକ ଚଳାଉଥିବା ଯୁବକ ସାମ ଭାତରାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଯୁବକ ନବୀନ ଭତରା ଆହତ ହୋଇଛନ୍ତି । ସେଠାରୁ ତାଙ୍କୁ ଉଦ୍ଧାର ପାପଡାହାଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଛି।  ତେବେ ଏହି ସମସ୍ତ ଘଟଣା ପେଟ୍ରୋଲ ପମ୍ପରେ ଲାଗିଥିବା ସିସିଟିଭି କ୍ୟାମେରାରେ କଏଦ ହୋଇଛି । ତେବେ ଆସନ୍ତୁ ଦେଖିବା ଭିଡିଓ…

   Related Posts