Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚେତୁନାହାଁନ୍ତି ଅମାନିଆ : ବିଭିନ୍ନ ଆଳ କରି ବଜାରରେ ବୁଲୁଛନ୍ତି, ଫାଇନ୍ ବି ଗଣୁଛନ୍ତି
  • ||
  • ‘ଟିକାରୁ ଜିଏସଟି ଛାଡ କର’ : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
  • ||
  • ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
  • ||
  • କରୋନା ରୋଗୀଙ୍କୁ ମେଡିସିନ୍ ନେଇ ଜାରି ହେଲା ଏସଓପି : ଆକ୍ରାନ୍ତଙ୍କୁ ଇଞ୍ଜେକ୍ସନ ଦେବା ପୂର୍ବରୁ ଯାଞ୍ଚ ହେବ ସ୍ୱାସ୍ଥ୍ୟାବସ୍ଥା
  • ||
  • ରାଜସ୍ଥାନରେ ୧୪ ଦିନିଆ ଲକ୍‌ଡାଉନ୍‌ ଲଗାଇଲେ ସରକାର, ୩୧ ଯାଏଁ ହୋଇପାରିବନି ବିବାହ
  • ||
  • ପଶୁପକ୍ଷୀଙ୍କୁ ମଧ୍ୟ ହେଉଛି କରୋନା, ଆଗରୁ ଆହୁରି ହେବେ ସଂକ୍ରମିତ ! ଚିନ୍ତାରେ ସରକାର
  • ||
  • ଛୋଟ ପିଲାଙ୍କ ପ୍ରତି ବିପଦ ବେଶୀ, ଦୈନିକ ୫୦୦ ଶିଶୁ ହେଉଛନ୍ତି କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା, ଗ୍ରାମବାସୀ ଭୟଭୀତ
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

ରାସ୍ତାକଡ଼ରେ କାକାଙ୍କ ସହିତ ଠିଆ ହୋଇଥିଲା, କିନ୍ତୁ ପିକ୍ଅପ୍ ଭ୍ୟାନ୍‌ର ଧକ୍କାରେ ଚାଲିଗଲା ନାବାଳକର ଜୀବନ…

16/11/2020 at 8:21 AM

ସୋର ୧୬।୧୧: ରାସ୍ତାରେ ଛିଡା ହୋଇଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌ । ଦୁର୍ଘଟଣାରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଛି । ବାଲେଶ୍ୱର ଜିଲ୍ଲା ଔପଦା ବ୍ଲକ ଇଶ୍ୱରପୁର ଭିମେଇ ଅଞ୍ଚଳରେ ଦିବାକର ମିଲକଙ୍କ ପୁଅଙ୍କ ମୃତ୍ୟୁ ହୋଇଛି ।  

ଖବର ଅନୁଯାୟୀ, ଇଶ୍ବରପୁର ଭିମେଇ ଅଞ୍ଚଳର ଦିବାକର ମିଲକଙ୍କ ନାବାଳକ ପୁଅ ବିବେକ ରାସ୍ତା କଡରେ ତାଙ୍କ କାକାଙ୍କ ସହିତ ଠିଆ ହୋଇଥିଲେ । ଠିକ୍‌ ଏହି ସମୟରେ  ଦ୍ରୁତଗାମୀରେ ଆସୁଥିବା ଏକ  ପିକଅପ୍ ଭ୍ୟାନ୍‌ ଧକ୍କା ଦେଇଥିଲା । ଯାହାଫଳରେ କି ଘଟଣାସ୍ଥଳରେ ନାବାଳକର ମୃତ୍ୟୁ ହୋଇଯାଇଥିଲା । ଦୁର୍ଘଟଣାର ଖବର ପାଇ ଇଶ୍ଵରପୁର ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବେଛଦ ପାଇଁ ସୋର ଡାକ୍ତରଖାନାକୁ ପଠାଇଥିଲେ । ତେବେ ଦୁର୍ଘଟଣା ଘଟାଇ ପିକଅପ ଭ୍ୟାନ୍‌ଟି ଖସି ଯାଉଥିବା ବେଳେ ସ୍ଥନୀୟ ଲୋକ ଅଟକ ରଖିଥିବା ଜଣାପଡିଛି ।

   Related Posts