Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଟ୍ରାକ୍ଟରରେ ବସି ଘରକୁ ଯାଉଥିଲେ ମହିଳା, କିନ୍ତୁ ଚକା ତଳେ ଚାପି ହୋଇ ଚାଲିଗଲା ଜୀବନ

3/10/2020 at 9:18 AM

ତେଲକୋଇ ୦୩।୧୦: ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ ହୋଇଛି । ମୃତ ମହିଳାଙ୍କ ନାମ ଚମ୍ପା ମୁଣ୍ଡା ବୋଲି ଜଣାପଡିଛି । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା କନ୍ତଲେଇ ଗାଁର ନିକଟରେ ଘଟିଛି ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ବ କରିଛି ।   

ଖବର ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ମହିଳାଜଣଙ୍କ ଟ୍ରାକ୍ଟରରେ ବସି ଘରକୁ ଫେରୁଥିଲେ ,  କିନ୍ତୁ କନ୍ତଲେଇ ଗାଁ ନିକଟରେ ଟ୍ରାକ୍ଟରର ମଝି ଚକା ଖାଲରେ ପଡିଯିବାରୁ ମହିଳା ଜଣଙ୍କ ଛିଟିକି ପଡିଥିଲେ  । ଯାହାଫଳରେ କି ମହିଳା ଜଣଙ୍କ ଟ୍ରାକ୍ଟର ପଛରେ ଲାଗିଥିବା ଟ୍ରଲି ଚକା ତଳେ ଚାପିହୋଇ ଯାଇଥିଲେ । ଘଟଣାସ୍ଥଳରେ ମହିଳାଙ୍କର ମୃତ୍ୟୁ ଘଟିଥିଲା । ସେପଟେ ଡ୍ରାଇଭର ଟ୍ରାକ୍ଟର ନେଇ ଘଟଣାସ୍ଥଳରୁ ଫେରାର ମାରିଛି ।  ଦୁର୍ଘଟଣାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି  ଶବକୁ ବ୍ୟବଛେଦ ପାଇଁ ତେଲକୋଇ ମେଡିକାଲରେ ଭର୍ତ୍ତି କରିଛି ।

   Related Posts